ମିଶନ ଶକ୍ତି ମା’ମାନଙ୍କ ଆକାଉଣ୍ଟକୁ ଗଲା ଟଙ୍କା
ମିଶନ ଶକ୍ତି ମା'ମାନଙ୍କ ପାଇଁ ୩ଟି ବଡ଼ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଶନ ଶକ୍ତି ଋଣ ମିଳିବ ।
ଯେଉଁମାନେ ପୂର୍ବରୁ ଋଣ ବାବଦ ସୁଧ ଭରିଥିବେ, ସେମାନଙ୍କ ସୁଧ ପଇସା ଫେରସ୍ତ ହେବ। ଏ ବାବଦରେ ୧୪୫ କୋଟି ଟଙ୍କାର ସୁଧ!-->!-->!-->…
Read More...
Read More...