ମିଲେଟ ମିଶନକୁ ଅଭିନନ୍ଦନ ଜଣାଇଲେ ମୁଖ୍ୟ ଶାସନ ସଚିବ

0

ନଭେମ୍ବର ୨୮ ରେ ହାଇଦ୍ରାବାଦରେ ହେଇଥିବା ଅନ୍ତର୍ଜାତୀୟ ନ୍ୟୁଟ୍ରି-ସିରିଏଲ କନଭେନସନ୍ ୫.୦ ରେ ଓଡ଼ିଶା ‘ମିଲେଟ୍ ପ୍ରମୋସନ୍ ପାଇଁ ଗ୍ଲୋବାଲ୍ ମଡେଲ୍’ ଭାବରେ ମାନ୍ୟତା ପାଇଥିବାରୁ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ ଜେନା, କୃଷି ଓ କୃଷକ ସଶକ୍ତିକରଣର ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢୀ ଏବଂ ଓଡିଶା ମିଲେଟ ମିଶନର ଦଳକୁ ଅଭିନନ୍ଦନ ଜଣାଇଛନ୍ତି। ।​

Leave A Reply

Your email address will not be published.

ten − one =