ରାଜ୍ୟରେ ନାରୀ ମାନଙ୍କର କୃଷି କ୍ଷେତ୍ରରେ ଯୋଗଦାନ ଅତୁଳନୀୟ – ରାଜ୍ୟପାଳ

0

ଚାଷ, ପଶୁପାଳନ, ମତ୍ସ୍ୟପାଳନ ଆଦି ଜୀବନଜୀବିକା ର ପ୍ରମୁଖ ଆଧାର । ଗତ କିଛିବର୍ଷରେ ଏ କ୍ଷେତ୍ରରେ ହୋଇଥିବା ପ୍ରଗତି ଯୋଗୁ ଓଡ଼ିଶା ୬ଥର କେନ୍ଦ୍ର ସରକାରଙ୍କ ଠାରୁ ‘କୃଷି କର୍ମଣ ପୁରସ୍କାର’ ପାଇଛି । ରାଜ୍ୟରେ ନାରୀ ମାନଙ୍କର ମଧ୍ୟ ଏ କ୍ଷେତ୍ରରେ ଅବଦାନ ଅଧିକ ବୋଲି ‘କୃଷି ଓଡ଼ିଶା ୨୦୨୪’ର ସମାପନ ଦିବସରେ ଯୋଗଦେଇ ମାନ୍ୟବର ରାଜ୍ୟପାଳ ଶ୍ରୀ ରଘୁବର ଦାସ କହିଛନ୍ତି ।

nano urea

Leave A Reply

Your email address will not be published.

two × 3 =