ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ଯୋଗ ଦେଲେ କୃଷି ବିଭାଗର ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର ଜନତା ମଇଦାନରେ ଚାଲୁଥିବା ତ୍ରିଦିବସୀୟ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪ରେ ଅଂଶଗ୍ରହଣ କରି କୃଷି ବିଭାଗ ଓଡ଼ିଆ ଭାଷା ପ୍ରତି ନିଜର ପ୍ରତିବଦ୍ଧତା ଦର୍ଶାଇଛି । ଆଜିର ଏହି ମହାନ ଦିବସ ଉପଲକ୍ଷେ ଉଦ୍ଘାଟନ ସମାରୋହରେ କୃଷି ବିଭାଗର ପ୍ରମୁଖ ଶାସନ ସଚିବ ଯୋଗ ଦେଇ କୃଷି ବିଭାଗର ବିଭିନ୍ନ ପଦକ୍ଷେପ ଦ୍ଵାରା କୃଷକ ସଶକ୍ତିକରଣରେ ଓଡ଼ିଆ ଭାଷାର ଗୁରୁତ୍ଵ ଉପରେ ଆଲୋକପାତ କରିଛନ୍ତି ।

Spread the love

Leave a Comment

Your email address will not be published. Required fields are marked *

Scroll to Top
×