ଚିନାବାଦାମ ଫସଲରେ ଗଳାପଚା ରୋଗ ବ୍ୟାପୁଥିଲେ

0
  • ବିହନ ଜମିରେ ବୁଣିବା ପୂର୍ବରୁ ବିହନକୁ କବକ ନାଶକ ୩ ଗ୍ରାମ ଥିରାମ କିମ୍ବା ୧.୫ ଗ୍ରାମ କାରବେଣ୍ଡଜୀମ ପ୍ରତି ଏକ କେ.ଜି ବିହନ ହିସାବରେ ମିଶାଇ ବିଶୋଧନ କରନ୍ତୁ ।
  • ଜମିରେ ୧.୫ ଗ୍ରାମ କାରବେଣ୍ଡାଜୀମ କିମ୍ବା ୩.୫ ଗ୍ରାମ ମାନକୋଜବ ପ୍ରତି ଲିଟର ପାଣିରେ ମିଶାଇ ଫସଲର ମୂଳ ଅଂଶରେ ଓ ମୂଳ ପାଖରେ ଥିବା ମାଟିରେ ସିଞ୍ଚନ କରନ୍ତୁ ।
  • ଗଛ ଚାରା ଅବସ୍ଥାରେ ଥିବା ସମୟରେ ଜଳସେଚନ ନିୟନ୍ତ୍ରଣ କରନ୍ତୁ ।

Leave A Reply

Your email address will not be published.

3 + fifteen =