ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ମିଶନ ଶକ୍ତି ମହିଳାଙ୍କ ପାଇଁ ନୂଆ ଭେଟି

0

ମିଶନ ଶକ୍ତି ଅଧୀନରେ ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଯଥା MBK, CRP-CM, ବ୍ୟାଙ୍କ ମିତ୍ର, ପ୍ରାଣୀ ମିତ୍ର, କୃଷି ମିତ୍ର ଓ ଜୀବିକା ସହାୟିକା କାର୍ଯ୍ୟରତ ଅଛନ୍ତି ।

nano urea

ଏହି ନୂତନ ଘୋଷଣା ଅନୁଯାୟୀ ମିଶନ ଶକ୍ତି ଅଧୀନରେ ଗ୍ରାମପଞ୍ଚାୟତ ସ୍ତରରେ କାର୍ଯ୍ୟରତ ସମସ୍ତ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନେ ଉପକୃତ ହେବେ । ଉକ୍ତ ବର୍ଦ୍ଧିତ ପ୍ରୋତ୍ସାହନ ରାଶି ୨୦୨୩ ମସିହା ଅକ୍ଟୋବର ମାସଠାରୁ ପିଛିଲାଭାବେ ନିମ୍ନମତେ ଲାଗୁ କରାଯିବ । MBK, ବ୍ୟାଙ୍କ ମିତ୍ର ଏବଂ ଜୀବିକା ସହାୟିକା ମାନେ ମାସିକ ୬୭୫୦ ଟଙ୍କା ରୁ ୧୦୭୫୦ ଟଙ୍କା ପାଇବେ । କୃଷି ମିତ୍ର ଓ ପ୍ରାଣୀ ମିତ୍ର ମାସିକ ୩,୭୫୦ ଟଙ୍କା ପରିବର୍ତ୍ତେ ମୋଟ ୬,୨୫୦ ଟଙ୍କା ପାଇବେ । CRP-CM ଏବେ ମାସକୁ ମୋଟ ୩୬୦୦ ଟଙ୍କା ପରିବର୍ତ୍ତେ ୬୧୦୦ ଟଙ୍କା ପାଇବେ ।

Leave A Reply

Your email address will not be published.

2 × three =