Agriculture-news

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ସିଏମ୍ କିଷାନ ସହାୟତା ଦେବେ ରାଜ୍ୟ ସରକାର                 

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସିଏମ୍ କିଷାନ ଯୋଜନାର ଲାଗୁ କରିବା ସମୟରେ ଓଡ଼ିଶାର ଲକ୍ଷ ଲକ୍ଷ ଚାଷୀ ଉପକୃତ ହେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। […]