Browsing Tag

#CMO

ଭାରତୀୟ ମକା ଗବେଷଣା ପ୍ରତିଷ୍ଠାନ ସହ ଓରମାସ୍ ର ବୁଝାମଣାପତ୍ର ସ୍ବାକ୍ଷରିତ

ଗ୍ରାମୀଣ ବିକାଶ ଦିଗରେ ୨୦ ବର୍ଷରୁ ଅଧିକ ସମୟ ଧରି କାର୍ଯ୍ୟ କରି ଆସୁଥିବା ଓରମାସ୍ ଆଉ ଏକ ଅଭିନବ ପଦକ୍ଷେପ ନେଇଛି । ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓରମାସ୍ ବିଭିନ୍ନ ପ୍ରତିଷ୍ଠିତ ସଂସ୍ଥା ସହିତ ୬ଟି ବୁଝାମଣାପତ୍ର ସ୍ବାକ୍ଷର କରିଛି । ଲୁଧିଆନା ସ୍ଥିତ ଭାରତୀୟ ମକା ଗବେଷଣା ପ୍ରତିଷ୍ଠାନ…
Read More...

କୃଷି ମନ୍ତ୍ରୀ ଙ୍କ ଦ୍ଵାରା ‘ମିଲେଟ୍‌ ଶକ୍ତି କାଫେ’ ଉଦ୍ଘାଟିତ

ରାଜ୍ୟ ସରକାରଙ୍କ ମିଲେଟ ମିଶନ ଓ ମିଶନଶକ୍ତିର ମିଳିତ ଉଦ୍ୟମରେ କୃଷି ଓ କୃଷକ ସଶକ୍ତିକରଣ ଏବଂ ମତ୍ସ୍ୟ ଓ ପ୍ରାଣସମ୍ପଦ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁଙ୍କ ଦ୍ବାରା ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ପରିସରରେ ଏକ ‘ମିଲେଟ୍‌ ଶକ୍ତି କାଫେ’ ଉଦଘାଟନ କରାଯାଇଛି । ଓଡ଼ିଶାର…
Read More...

ପୁଣି ଥରେ ଫୋକସ୍‌ରେ କୃଷି ଓ କୃଷକ

କୃଷି ଓ କୃଷକ ମାନଙ୍କ ବିକାଶକୁ ସୁବବେଳେ ପ୍ରାଧାନ୍ୟ ଦେଇଆସିଛନ୍ତି ରାଜ୍ୟ ସରକାର । ଚାଷ ଜମିରେ ସବୁଜିମାର ମହକ ବୁଣିବା ଠାରୁ ଆରମ୍ଭ କରି ଚାଷୀଙ୍କ ହାତ ମୁଠାକୁ ସଶକ୍ତ କରିବା ଯାଏଁ ସୁବବେଳେ ରାଜ୍ୟ ସରକାରଙ୍କ ଫୋକସ୍‌ ରେ ଥାଏ କୃଷି । ଚାଷୀ ହିଁ ସମାଜ ଓ ସଭ୍ୟତାର ପ୍ରମୁଖ ସାରଥୀ ।…
Read More...

ଓଡ଼ିଶାରେ ମାଣ୍ଡିଆ ଉତ୍ପାଦନ ବୃଦ୍ଧି

ଓଡିଶାରେ ମାଣ୍ଡିଆ ଉତ୍ପାଦନ ବର୍ଷ ବର୍ଷ ଧରି କ୍ରମାଗତ ଭାବେ ବୃଦ୍ଧି ପାଇଛି । ୨୦୧୭-୧୮ ରେ, ଓଡିଶା ଏକ ଲକ୍ଷ ମେଟ୍ରିକ୍ ଟନ୍ ଉତ୍ପାଦନ କରିଥିଲା ଏବଂ ଏହି ସଂଖ୍ୟା ୨୦୨୨-୨୩ ରେ ୨.୨୬ ଲକ୍ଷ ମେଟ୍ରିକ୍ ଟନ୍ କୁ ବୃଦ୍ଧି ପାଇଛି । ବିଗତ ପାଞ୍ଚ ବର୍ଷ ମଧ୍ୟରେ ଚାଷ କ୍ଷେତ୍ର ମଧ୍ୟ ବିସ୍ତାର…
Read More...

ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ- ୨୦୨୪

ଫେବୃଆରୀ ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମଇଦାନଠାରେ ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ବିକାଶ ବିଭାଗର ଆନୁକୂଲ୍ୟରେ ତିନିଦିନିଆ ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ- ୨୦୨୪ର ଆୟୋଜନ ହେବାକୁ ଯାଉଛି । ଏହି ଉପଲକ୍ଷେ ଆୟୋଜିତ ପ୍ରଦର୍ଶନୀ ମଣ୍ଡପରେ ରାଜ୍ୟ ସରକାରଙ୍କ ବିଭିନ୍ନ…
Read More...

ଇତିହାସ ରଚିବ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ – ମୁଖ୍ୟମନ୍ତ୍ରୀ

ଉଦ୍‌ଯାପିତ ହୋଇଛି ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଯେ ଏହି ସମ୍ମିଳନୀ ପ୍ରତି ୫ ବର୍ଷରେ ଥରେ ଅନୁଷ୍ଠିତ ହେବ । ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ ଆମର ଭାଷା ଇତିହାସରେ ସବୁଦିନ ପାଇଁ ଏକ ମାଇଲ ଖୁଣ୍ଟ ହୋଇ…
Read More...

ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ୨୦୨୪ , “ଭାଷା ହିଁ ଭବିଷ୍ୟତ”

ଭାଷା ହେଉଛି ଗୋଟିଏ ଜାତିର ପରିଚୟ । ଭାଷା ଅତୀତର ଅସ୍ତିତ୍ବ, ଭାଷା ହିଁ ଭବିଷ୍ୟତ। 'ବନ୍ଦେ ଉତ୍କଳ ଜନନୀ '- କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ କାଳଜୟୀ ସଙ୍ଗୀତ ସାରା ପୃଥିବୀରେ ଓଡିଆମାନଙ୍କ ମୁହଁରେ ଗୁଞ୍ଜରିତ ହୋଇଥିଲା। ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଭୁବନଶ୍ବରର…
Read More...

ମହିଳାଙ୍କୁ ନୂଆ ଦିଶା ଦେଖାଇଛି ମିଶନ ଶକ୍ତି

ମହିଳାମାନଙ୍କ ଉନ୍ନତିରେ ଦେଶର ଉନ୍ନତି ହୋଇଥାଏ । ସେ ପ୍ରତି ଧ୍ୟାନ ଦେଇ ସରକାର ବହୁ ପଦକ୍ଷେପ ମଧ୍ୟ ହାତକୁ ନେଇଛନ୍ତି । ରାଜ୍ୟ ସରକାରଙ୍କ ଦ୍ଵାରା ପରିଚିତ ମିଶନ ଶକ୍ତି, ମହିଳା ମାନଙ୍କ ସଶକ୍ତିକରଣ ଦିଗରେ କାର୍ଯ୍ୟରତ ରହିଆସିଛି । ଏହି ମିଶନ ଶକ୍ତି ପ୍ରତ୍ୟେକ ଗ୍ରାମ ବା ଗ୍ରାମପଞ୍ଚାୟତର…
Read More...

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ଯୋଗ ଦେଲେ କୃଷି ବିଭାଗର ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର ଜନତା ମଇଦାନରେ ଚାଲୁଥିବା ତ୍ରିଦିବସୀୟ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪ରେ ଅଂଶଗ୍ରହଣ କରି କୃଷି ବିଭାଗ ଓଡ଼ିଆ ଭାଷା ପ୍ରତି ନିଜର ପ୍ରତିବଦ୍ଧତା ଦର୍ଶାଇଛି । ଆଜିର ଏହି ମହାନ ଦିବସ ଉପଲକ୍ଷେ ଉଦ୍ଘାଟନ ସମାରୋହରେ କୃଷି ବିଭାଗର ପ୍ରମୁଖ ଶାସନ ସଚିବ ଯୋଗ ଦେଇ କୃଷି…
Read More...