ଆମ ମାଣ୍ଡିଆ , ଆମ ସମ୍ମାନ
ଯେଉଁ ଫସଲ ଦିନେ ଗରିବଙ୍କ ଖାଦ୍ୟ ବୋଲି ଲୋକଙ୍କ ଠାରୁ ଅନାଦର ପାଉଥିଲା , ଆଜି ଆପଣ ନିଜେ ଦେଖୁଥିବେ ମାଣ୍ଡିଆ ପାଇଁ କିପରି ଆଦର ବଢ଼ିଛି । ଏକଥା କେବଳ ମୁଁ କହୁନି ବରଂ ସାରା ଓଡ଼ିଶା ରେ ଏବେ ମାଣ୍ଡିଆର ବାସ ଭରିଉଠିଛି । ଲୋକଙ୍କ ଜୀବନଧାରା ସହ ମାଣ୍ଡିଆ ଏବେ ଯୋଡ଼ିହୋଇ ସାରିଛି । କେବଳ!-->…
Read More...
Read More...