Browsing Tag

#farmers

କୃଷକ ସମୃଦ୍ଧି ପାଇଁ ରାଜ୍ୟ ସରକାରଙ୍କ ସମୃଦ୍ଧ କୃଷକ ଯୋଜନା

ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ କୃଷି ଓ କୃଷଙ୍କୁ ଗୁରୁତ୍ୱ ଦିଆଯାଇଛି। ରାଜ୍ୟରେ ଚାଷୀମାନଙ୍କ ପାଇଁ ଲାଗୁ ହେବ ଯୋଜନା ସିଏମ୍‌ କିଷାନ । ଏଥିସହ ବଜେଟରେ ଚାଷୀଙ୍କ ପାଇଁ ସମୃଦ୍ଧ କୃଷକ ଯୋଜନା ଘୋଷଣା
Read More...

ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ପିଏମ କିଷାନ ସହାୟତା

ଭାରତର କୃଷକମାନଙ୍କ ପାଇଁ କେନ୍ଦ୍ର ସରକାର ୨୦୧୯ ରେ ପ୍ରଧାନମନ୍ତ୍ରୀ କିସାନ ଯୋଜନା ଆରମ୍ଭ କରିଥିଲେ। ଏହି ଯୋଜନାର ମୂଳ ଉଦ୍ଦେଶ୍ୟ ହେଉଛି ମାର୍ଜିତ ଏବଂ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ କୃଷକଙ୍କ ଆୟ ବୃଦ୍ଧି କରିବା | ଏହି ଯୋଜନା ଅନୁଯାୟୀ, ପ୍ରତିବର୍ଷ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟରେ
Read More...

ନୟାଗଡ଼ରେ କାର୍ଯ୍ୟକ୍ଷମ ହେବ ବୃହତ ଜଳସେଚନ ପ୍ରକଳ୍ପ

କୃଷକ ଦେଶର ମେରୁଦଣ୍ଡ। କୃଷକର ଉନ୍ନତିରେ ଦେଶର ପ୍ରଗତି। ତେଣୁ କୃଷକମାନଙ୍କ ଉନ୍ନତି ତଥା ଉନ୍ନତଧରଣର ଚାଷ ପ୍ରଣାଳୀ ପାଇଁ ସରକାର ଅନେକ ଯୋଜନା ପ୍ରସ୍ତୁତ କରୁଛନ୍ତି। ଚାଷ ଜମିଗୁଡିକ ଜଳ ସେଚିତ ହୋଇ ପାରିଲେ ସୁବିଧାରେ ଅଧିକ ପରିମାଣର ଫସଲ ଅମଳ ହେବା ସହ ଚାଷୀଙ୍କର ଉନ୍ନତି
Read More...