ପ୍ୟାକ୍ସ ଓ ଲ୍ୟାମ୍ପସ୍ ଭିତ୍ତିଭୂମିର ସୁଦୃଢ଼ୀକରଣ ପାଇଁ ଅର୍ଥ ମଞ୍ଜୁର
ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ଏବଂ ବୃହଦାକାର ଆଦିବାସୀ ବହୁମୁଖୀ କୃଷି ସମବାୟ ସମିତି (ଲ୍ୟାମ୍ପସ୍)ର ଭିତ୍ତିଭୂମିରେ ବ୍ୟାପକ ରୂପାନ୍ତର ଆଣିବା ପାଇଁ ସମବାୟ ବିଭାଗ ପକ୍ଷରୁ ଅର୍ଥ!-->…
Read More...
Read More...