Browsing Tag

#krushi bhavan

କୃଷି ଭବନରେ ଜଳବାୟୁ ଅନୁକୂଳ ଅନୁଶୀଳନ କକ୍ଷ ଉଦ୍ଘାଟନ

ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ କୃଷି ଭବନରେ ଜଳବାୟୁ ଅନୁକୂଳ ଅନୁଶୀଳନ କକ୍ଷର ଉଦ୍ଘାଟନ କରିଛନ୍ତି। ଜଳବାୟୁ ପରିବର୍ତ୍ତନ ସମ୍ପର୍କିତ ରାଜ୍ୟ କାର୍ଯ୍ୟ ଯୋଜନାର କାର୍ଯ୍ୟକାରିତା ଏବଂ ତଦାରଖ ପାଇଁ ଜଳବାୟୁ ଅନୁକୂଳ ଅନୁଶୀଳନ କକ୍ଷର ପ୍ରତିଷ୍ଠା କରାଯାଇଛି।…
Read More...

ଓଡିଶା ମିଲେଟ ମିଶନ ତରଫରୁ ଏକ ଏକ୍ସପୋଜର ପରିଦର୍ଶନରେ ଷ୍ଟୁଆର୍ଟ ସ୍କୁଲର ଛାତ୍ରଛାତ୍ରୀ

କୃଷି ଭବନରେ ଓଡିଶା ମିଲେଟ ମିଶନ ଦ୍ୱାରା ଅନୁଷ୍ଠିତ ଏକ ଏକ୍ସପୋଜର ପରିଦର୍ଶନରେ ଭୁବନେଶ୍ୱରର ଷ୍ଟୁଆର୍ଟ ସ୍କୁଲର ଛାତ୍ରଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ । ସେମାନଙ୍କୁ ନେଇ ଅନେକ ଇଣ୍ଟରାକ୍ଟିଭ୍ କାର୍ଯ୍ୟକଳାପ ଏବଂ ଲିଫଲେଟ୍ ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଇଛି । ଏହାଦ୍ବାରା…
Read More...

ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ବିଭିନ୍ନ ଯୋଜନାର ସମୀକ୍ଷା କଲେ କୃଷି ମନ୍ତ୍ରୀ

ଆଜି କୃଷି ଭବନଠାରେ ଆୟୋଜିତ ବୈଠକରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ଅଗ୍ରଗତି ସଂପର୍କରେ କୃଷିମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ସମୀକ୍ଷା କରିଥିଲେ । ବୈଜ୍ଞାନିକ ପଦ୍ଧତି ଓ ନୂତନ ପ୍ରଯୁକ୍ତିବିଦ୍ୟାର ଉପଯୋଗ କରି ରାଜ୍ୟରେ…
Read More...