ମିଶନ ଶକ୍ତି ଏବଂ ଶ୍ରୀ ଅନ୍ନ ଅଭିଯାନର ମିଳିତ ସହଯୋଗରେ ମିଲେଟ୍ ଶକ୍ତି କାଫେ
ରାଜ୍ୟ ବଜେଟରେ ମିଲେଟ୍ ଜାତୀୟ ଫସଲର ଉତ୍ପାଦନ ଓ ବ୍ୟବହାରକୁ ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଏଥିପାଇଁ ‘ଶ୍ରୀ ଅନ୍ନ’ ଅଭିଯାନ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ତତ୍ତ୍ଵାବଧାନରେ ଆରମ୍ଭ କରାଯାଇଛି। ଏହି କାର୍ଯ୍ୟକ୍ରମ ଲାଗି ରାଜ୍ୟ ସରକାର!-->…
Read More...
Read More...