Browsing Tag

milletmission

କୃଷି ମନ୍ତ୍ରୀ ଙ୍କ ଦ୍ଵାରା ‘ମିଲେଟ୍‌ ଶକ୍ତି କାଫେ’ ଉଦ୍ଘାଟିତ

ରାଜ୍ୟ ସରକାରଙ୍କ ମିଲେଟ ମିଶନ ଓ ମିଶନଶକ୍ତିର ମିଳିତ ଉଦ୍ୟମରେ କୃଷି ଓ କୃଷକ ସଶକ୍ତିକରଣ ଏବଂ ମତ୍ସ୍ୟ ଓ ପ୍ରାଣସମ୍ପଦ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁଙ୍କ ଦ୍ବାରା ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ପରିସରରେ ଏକ ‘ମିଲେଟ୍‌ ଶକ୍ତି କାଫେ’ ଉଦଘାଟନ କରାଯାଇଛି । ଓଡ଼ିଶାର…
Read More...

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ଯୋଗ ଦେଲେ କୃଷି ବିଭାଗର ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର ଜନତା ମଇଦାନରେ ଚାଲୁଥିବା ତ୍ରିଦିବସୀୟ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪ରେ ଅଂଶଗ୍ରହଣ କରି କୃଷି ବିଭାଗ ଓଡ଼ିଆ ଭାଷା ପ୍ରତି ନିଜର ପ୍ରତିବଦ୍ଧତା ଦର୍ଶାଇଛି । ଆଜିର ଏହି ମହାନ ଦିବସ ଉପଲକ୍ଷେ ଉଦ୍ଘାଟନ ସମାରୋହରେ କୃଷି ବିଭାଗର ପ୍ରମୁଖ ଶାସନ ସଚିବ ଯୋଗ ଦେଇ କୃଷି…
Read More...

ମାଣ୍ଡିଆର ପ୍ରକ୍ରିୟାକରଣ ସମ୍ବନ୍ଧରେ କୃଷି ବିଭାଗ ପ୍ରମୁଖ ଶାସନ ସଚିବଙ୍କ ସହ ଆଲୋଚନା କଲେ ମୀରା ପରିଡ଼ା

ସଖା ଏନଜିଓର ସଭାପତି ତଥା ସହ-ପ୍ରତିଷ୍ଠାତା ମୀରା ପରିଡ଼ା, କୃଷି ବିଭାଗର ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ସହ ସାକ୍ଷାତ କରି ମିଲେଟର ମୂଲ୍ୟ ଶୃଙ୍ଖଳରେ ଟ୍ରାନ୍ସଜେଣ୍ଡର ସମ୍ପ୍ରଦାୟକୁ ଅନ୍ତର୍ଭୁକ୍ତ କରିବା ପାଇଁ ସହଯୋଗ କରିବାକୁ ସମ୍ଭାବ୍ୟ କ୍ଷେତ୍ର ବିଷୟରେ ଆଲୋଚନା…
Read More...

ରାଜ୍ୟରେ ମହକ ବୁଣୁଛି ଓଡ଼ିଶା ମିଲେଟ ମିଶନ୍‌

ଓଡ଼ିଶାରେ ମିଲେଟ ମିଶନ ଏବେ ଏକ ବିପ୍ଲବରେ ରୂପାନ୍ତରିତ ହୋଇଛି । ଶୁଷ୍କ ମାଟିର ସୁନା ମାଣ୍ଡିଆକୁ ଚାଷ କରିବା ପାଇଁ ଚାଷୀ ଏବେ ବେଶ ଆଗଭର । ଚାଷୀ ମାନଙ୍କୁ ଏ ଦିଗରେ ତାଲିମ ମିଳିବା ସହ ଓଡ଼ିଶା ମିଲେଟ ମିଶନ ଜରିଆରେ ଅନେକ ଉପଯୋଗୀ ପନ୍ଥା ଆପଣାଯାଉଛି । ଏମିତିକି ବଡ଼ ବଡ଼ ହୋଟେଲ ମାନେ ଏବେ…
Read More...