Browsing Tag

#missionshakti

ସମାଜର ପ୍ରଗତିରେ ମହିଳା ସଶକ୍ତିକରଣ

ଅଗ୍ରଗାମୀ ସମାଜର ସଂକେତ ମହିଳା ସଶକ୍ତିକରଣ। ମହିଳାମାନଙ୍କର ସମାନ ଅଧିକାର ନିଶ୍ଚିତ କରିବାକୁ, ମହିଳା ସଶକ୍ତିକରଣ ମହିଳାଙ୍କ ସାମାଜିକ, ଅର୍ଥନୈତିକ, ରାଜନୈତିକ ଏବଂ ଆଇନଗତ ଶକ୍ତି ବୃଦ୍ଧି ଏବଂ ଉନ୍ନତିକୁ ବୁଝାଏ। ମହିଳା ସଶକ୍ତିକରଣ ମହିଳାମାନଙ୍କୁ ଉତ୍ସ, ସମ୍ପତ୍ତି, ଆୟ ଏବଂ…
Read More...

ଏସଏଚଜି ସଦସ୍ୟାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଏସଏଚଜି ସଦସ୍ୟାଙ୍କୁ ଓଡ଼ିଶା ସରକାରଙ୍କ ସହାୟତା। ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ୭୦ ଲକ୍ଷ ସଦସ୍ୟା ୟୁନିଫର୍ମ କିଣିବାକୁ ଏକ ହଜାର ଟଙ୍କାର ସହାୟତା ପାଇବେ। ଏଥିପାଇଁ ମିଶନ ଶକ୍ତି ବିଭାଗକୁ ୬୩୦ କୋଟି ଟଙ୍କା ପ୍ରଦାନ କରାଯାଇଛି। ଆଜି ଏହି ସଂକ୍ରାନ୍ତୀୟ ପ୍ରସ୍ତାବରେ କ୍ୟାବିନେଟ୍ ମୋହର…
Read More...

କୃଷି ମନ୍ତ୍ରୀ ଙ୍କ ଦ୍ଵାରା ‘ମିଲେଟ୍‌ ଶକ୍ତି କାଫେ’ ଉଦ୍ଘାଟିତ

ରାଜ୍ୟ ସରକାରଙ୍କ ମିଲେଟ ମିଶନ ଓ ମିଶନଶକ୍ତିର ମିଳିତ ଉଦ୍ୟମରେ କୃଷି ଓ କୃଷକ ସଶକ୍ତିକରଣ ଏବଂ ମତ୍ସ୍ୟ ଓ ପ୍ରାଣସମ୍ପଦ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁଙ୍କ ଦ୍ବାରା ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ପରିସରରେ ଏକ ‘ମିଲେଟ୍‌ ଶକ୍ତି କାଫେ’ ଉଦଘାଟନ କରାଯାଇଛି । ଓଡ଼ିଶାର…
Read More...

ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ୨୦୨୪ , “ଭାଷା ହିଁ ଭବିଷ୍ୟତ”

ଭାଷା ହେଉଛି ଗୋଟିଏ ଜାତିର ପରିଚୟ । ଭାଷା ଅତୀତର ଅସ୍ତିତ୍ବ, ଭାଷା ହିଁ ଭବିଷ୍ୟତ। 'ବନ୍ଦେ ଉତ୍କଳ ଜନନୀ '- କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ କାଳଜୟୀ ସଙ୍ଗୀତ ସାରା ପୃଥିବୀରେ ଓଡିଆମାନଙ୍କ ମୁହଁରେ ଗୁଞ୍ଜରିତ ହୋଇଥିଲା। ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଭୁବନଶ୍ବରର…
Read More...

ମହିଳାଙ୍କୁ ନୂଆ ଦିଶା ଦେଖାଇଛି ମିଶନ ଶକ୍ତି

ମହିଳାମାନଙ୍କ ଉନ୍ନତିରେ ଦେଶର ଉନ୍ନତି ହୋଇଥାଏ । ସେ ପ୍ରତି ଧ୍ୟାନ ଦେଇ ସରକାର ବହୁ ପଦକ୍ଷେପ ମଧ୍ୟ ହାତକୁ ନେଇଛନ୍ତି । ରାଜ୍ୟ ସରକାରଙ୍କ ଦ୍ଵାରା ପରିଚିତ ମିଶନ ଶକ୍ତି, ମହିଳା ମାନଙ୍କ ସଶକ୍ତିକରଣ ଦିଗରେ କାର୍ଯ୍ୟରତ ରହିଆସିଛି । ଏହି ମିଶନ ଶକ୍ତି ପ୍ରତ୍ୟେକ ଗ୍ରାମ ବା ଗ୍ରାମପଞ୍ଚାୟତର…
Read More...

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ଯୋଗ ଦେଲେ କୃଷି ବିଭାଗର ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର ଜନତା ମଇଦାନରେ ଚାଲୁଥିବା ତ୍ରିଦିବସୀୟ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪ରେ ଅଂଶଗ୍ରହଣ କରି କୃଷି ବିଭାଗ ଓଡ଼ିଆ ଭାଷା ପ୍ରତି ନିଜର ପ୍ରତିବଦ୍ଧତା ଦର୍ଶାଇଛି । ଆଜିର ଏହି ମହାନ ଦିବସ ଉପଲକ୍ଷେ ଉଦ୍ଘାଟନ ସମାରୋହରେ କୃଷି ବିଭାଗର ପ୍ରମୁଖ ଶାସନ ସଚିବ ଯୋଗ ଦେଇ କୃଷି…
Read More...

ମିଶନ ଶକ୍ତି ଦ୍ବାରା ସ୍ବାବଲମ୍ବୀ ହେଉଛନ୍ତି ମହିଳାମାନେ

ଜଙ୍ଗଲ ମଧ୍ୟରେ ପାହାଡ଼ ଓ ବନ୍ୟଜନ୍ତୁଙ୍କ ସହ ବସ ବାସ କରୁଥିବା ଆଦିବାସୀ ମହିଳାମାନେ ସରକାରଙ୍କ ସହଯୋଗ ଏବଂ ପ୍ରୋତ୍ସାହନରେ ଆଜି ଏକ ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚିପାରିଛନ୍ତି । ରାଜ୍ୟ ସରକାରଙ୍କ ମିଶନ ଶକ୍ତି ଯୋଜନା ଦ୍ଵାରା ଏହା ବାସ୍ତବତାରେ ପରିଣତ ହୋଇଛି । ଏହା ଦେଖିବାକୁ ମିଳିଛି…
Read More...

ସୁବର୍ଣ୍ଣ କୃଷି ମେଳା- ୨୦୨୪ “ଚାଷୀଙ୍କ ବିକାଶରେ ହିଁ ଦେଶର ଉନ୍ନତି”

ଚାଷୀଙ୍କ ବିକାଶରେ ହିଁ ଦେଶର ଉନ୍ନତି । ଯାହାକୁ ଏକ ନୂଆ ଦିଗ ଦେବା ପାଇଁ ଚେଷ୍ଟା ଚାଲିଛି , ଦେଶର ଆର୍ଥିକ ସ୍ଥିତି ମଜବୁତ କରିବାରେ କୃଷିର ଏକ ବଡ଼ ଭୂମିକା ରହିଛି , ଆଉ ଏହି କୃଷିକୁ ଗୁରୁତ୍ତ୍ଵ ଦେଇ ଆୟୋଜିତ ହୋଇଥିଲା ଏକ କୃଷି ମେଳା , ଯାହାର ନା ହେଉଛି " ସୁବର୍ଣ୍ଣ କୃଷି ମେଳା - ୨୦୨୪…
Read More...