Browsing Tag

#odishamilletmission

ଓଡ଼ିଶା ମିଲେଟ୍ସ ମିଶନ ଯୋଗାଇ ଦେଇଛି ମହିଳାଙ୍କୁ ଅଗ୍ରାଧିକାର

କଥାରେ ଅଛି, ଯାହା ମିଳିତ ଭାବେ ସମ୍ଭବ ହୁଏ, ତାହା ଏକାକି କରିବା କଷ୍ଟସାଧ୍ୟ । ଆଉ ସେମାନଙ୍କର ମିଳିତ ଉଦ୍ୟମ ଆଜି ସେମାନଙ୍କୁ କରିଛି ସଶକ୍ତ, ସ୍ଵାବଲମ୍ବୀ ଏବଂ ଆତ୍ମନିର୍ଭରଶୀଳ । ଏହିପରି ଏକ ଭିନ୍ନ ଉଦାହରଣ ସାଜିଛନ୍ତି ରାୟଗଡ଼ା ଜିଲ୍ଲା ଗୁଣପୁର ବ୍ଲକ ସ୍ଥିତ କୁମୁଟି ସାହିର ଆୟପ୍ପା…
Read More...

କୃଷି ମନ୍ତ୍ରୀ ଙ୍କ ଦ୍ଵାରା ‘ମିଲେଟ୍‌ ଶକ୍ତି କାଫେ’ ଉଦ୍ଘାଟିତ

ରାଜ୍ୟ ସରକାରଙ୍କ ମିଲେଟ ମିଶନ ଓ ମିଶନଶକ୍ତିର ମିଳିତ ଉଦ୍ୟମରେ କୃଷି ଓ କୃଷକ ସଶକ୍ତିକରଣ ଏବଂ ମତ୍ସ୍ୟ ଓ ପ୍ରାଣସମ୍ପଦ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁଙ୍କ ଦ୍ବାରା ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ପରିସରରେ ଏକ ‘ମିଲେଟ୍‌ ଶକ୍ତି କାଫେ’ ଉଦଘାଟନ କରାଯାଇଛି । ଓଡ଼ିଶାର…
Read More...

ଓଡ଼ିଶାରେ ମାଣ୍ଡିଆ ଉତ୍ପାଦନ ବୃଦ୍ଧି

ଓଡିଶାରେ ମାଣ୍ଡିଆ ଉତ୍ପାଦନ ବର୍ଷ ବର୍ଷ ଧରି କ୍ରମାଗତ ଭାବେ ବୃଦ୍ଧି ପାଇଛି । ୨୦୧୭-୧୮ ରେ, ଓଡିଶା ଏକ ଲକ୍ଷ ମେଟ୍ରିକ୍ ଟନ୍ ଉତ୍ପାଦନ କରିଥିଲା ଏବଂ ଏହି ସଂଖ୍ୟା ୨୦୨୨-୨୩ ରେ ୨.୨୬ ଲକ୍ଷ ମେଟ୍ରିକ୍ ଟନ୍ କୁ ବୃଦ୍ଧି ପାଇଛି । ବିଗତ ପାଞ୍ଚ ବର୍ଷ ମଧ୍ୟରେ ଚାଷ କ୍ଷେତ୍ର ମଧ୍ୟ ବିସ୍ତାର…
Read More...

ଓଡିଶା ମିଲେଟ ମିଶନ ତରଫରୁ ଏକ ଏକ୍ସପୋଜର ପରିଦର୍ଶନରେ ଷ୍ଟୁଆର୍ଟ ସ୍କୁଲର ଛାତ୍ରଛାତ୍ରୀ

କୃଷି ଭବନରେ ଓଡିଶା ମିଲେଟ ମିଶନ ଦ୍ୱାରା ଅନୁଷ୍ଠିତ ଏକ ଏକ୍ସପୋଜର ପରିଦର୍ଶନରେ ଭୁବନେଶ୍ୱରର ଷ୍ଟୁଆର୍ଟ ସ୍କୁଲର ଛାତ୍ରଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ । ସେମାନଙ୍କୁ ନେଇ ଅନେକ ଇଣ୍ଟରାକ୍ଟିଭ୍ କାର୍ଯ୍ୟକଳାପ ଏବଂ ଲିଫଲେଟ୍ ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଇଛି । ଏହାଦ୍ବାରା…
Read More...

ଓଡ଼ିଶା ମିଲେଟ ମିଶନର ଅଭିନବ ପ୍ରୟାସ

ଓଡିଶା ମିଲେଟ ମିଶନ କୃଷକଙ୍କ ପାଇଁ ନୂଆ ଆୟର ସୁଯୋଗ ସୃଷ୍ଟି କରୁଥିବାବେଳେ ଓଡିଶାର କୋରାପୁଟ ଜିଲ୍ଲାରେ ରାଗି ଉତ୍ପାଦନକୁ ବୃଦ୍ଧି କରିଛି । ଏହାପୂର୍ବରୁ, କମ୍ ଉତ୍ପାଦକତା ହେତୁ, ଲାମଟାପୁଟ ବ୍ଲକର କୃଷକମାନେ କେବଳ ଘରର ବ୍ୟବହାର ପାଇଁ ରାଗି ଚାଷ କରୁଥିଲେ । ଆସ୍ପିରେସନାଲ୍ ବ୍ଲକ୍…
Read More...

ରାଜ୍ୟସଭାରେ ଓଡ଼ିଶା ମିଲେଟ ମିଶନର ପ୍ରଶଂସା

ଓଡ଼ିଶା ମିଲେଟ ମିଶନ ଏବେ ଏକ ବିପ୍ଲବରେ ପରିଣତ ହେଲାଣି । ଫାର୍ମରୁ ପ୍ଲେଟ ଯାଏଁ ମାଣ୍ଡିଆ ଆଜି ସଫଳତାର ଗୀତ ଗାଉଛି । ମିଶନ୍‌ ଶକ୍ତି ,କୃଷି ବିଭାଗ, ମହିଳା ଓ ଶିଶୁ ବିକାଶ ପରି ବିଭନ୍ନ ବିଭାଗ ମାନେ ଏବେ ଏହି ସଫଳତାରେ ଯୋଡ଼ି ହୋଇଛନ୍ତି । ମାନ୍ୟବର ରାଜ୍ୟସଭା ସାଂସଦ ସୁଜିତ କୁମାର ଆଜି…
Read More...

ଆସନ୍ତୁ, ମିଲେଟ ମିଶନର ବିପ୍ଲବରେ ଯୋଡ଼ି ହୁଅନ୍ତୁ !!

ବନ୍ଧୁଗଣ , ଆପଣମାନେ ମାଣ୍ଡିଆ ବିଷୟରେ ପିଲାଟି ଦିନରୁ ଜାଣିଥିବେ, ଏଥିରେ ଦ୍ୱିମତ ନାହିଁ । କିନ୍ତୁ ମାଣ୍ଡିଆ ପ୍ରତି ଯେଉଁ ଭାବନା ୧୫-୨୦ବର୍ଷ ତଳେ ଥିଲା ଆଜି ସେଥିରେ ଆକାଶ ପାତାଳ ତଫାତ୍‌ । ଆଜି ମାଣ୍ଡିଆ କେବଳ ଏକ ଲଘୁଶସ୍ୟ ନୁହେଁ , ଏହା ଏକ ମିଶନ । ରାଜ୍ୟସରକାରଙ୍କ କୃଷି ବିଭାଗ ଠାରୁ…
Read More...