କୃଷକ ସାଥିମାନଙ୍କ ସହାୟତା ରାଶିର ପରିମାଣ ବୃଦ୍ଧି
ବଢ଼ିଲା କୃଷକ ସାଥିଙ୍କ ଆବଶ୍ୟକୀୟ ଖର୍ଚ୍ଚ ପରିମାଣ ।ଏବେ ବର୍ଷକୁ ମିଳିବ ୧୮ ହଜାର ଟଙ୍କା ପିଛିଲା ଭାବେ ଅକ୍ଟୋବର ୨୦୨୩ରୁ ହେବ ଲାଗୁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ ସାଥି ମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି। ସେମାନଙ୍କ!-->…
Read More...
Read More...