ଜାତୀୟ କୃଷକ ଦିବସ ଉପଲକ୍ଷେ କୃଷକ ଭାଇ ଓ ଭଉଣୀ ମାନଙ୍କୁ ଅନେକ ଶୁଭେଚ୍ଛା
ଜଣେ କୃଷକ କେବଳ ଜଣେ କୃଷକ ନୁହଁନ୍ତି, ସେ ହେଉଛନ୍ତି ମାନବ ସଭ୍ୟତାର ପ୍ରତିଷ୍ଠାତା । ସେମାନଙ୍କୁ ବିଭିନ୍ନ ସମୟରେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥାଏ । ତଥାପି ସେ ହାର ନମାନି ନିଜର କୃଷି ପ୍ରତି ଥିବା ଭଲପାଇବାକୁ ଆପଣାଇ ନେଇଥାନ୍ତି । ଶୀତଦିନର ଥଣ୍ଡା ଏବଂ ଗ୍ରୀଷ୍ମର ଉତ୍ତାପ!-->…
Read More...
Read More...