ଏ ସପ୍ତାହର କୃଷି ପାଣିପାଗ

0

ପ୍ରତି ଶୁକ୍ରବାର କୃଷି ବିଜ୍ଞାନୀ ମୀରା ମହାନ୍ତି ଙ୍କ ଦ୍ଵାରା ପ୍ରକାଶିତ ହେବ – କୃଷି ପାଣିପାଗର ସ୍ଵତନ୍ତ୍ର ସ୍ତମ୍ଭ

nano urea

ଦକ୍ଷିଣ ବାଂଲାଦେଶ ତତସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିର ପର୍ଯ୍ୟବେକ୍ଷଣ ଅନୁଯାୟୀ ଉତ୍ତରପଶ୍ଚିମ ବଙ୍ଗୋପସାଗରର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଏବଂ ତତସଂଲଗ୍ନ ବାଂଲାଦେଶ ଉପକୂଳ ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହେବା ସହ ପଶ୍ଚିମ – ଉତ୍ତରପଶ୍ଚିମ ଦିଗରେ ଗତିକରି ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଏବଂ ଝାଡ଼ଖଣ୍ଡ ମଧ୍ୟ ଦେଇ ଆଗାମୀ ୨ ରୁ ୩ ଦିନ ଯାଏଁ ଗତି କରିବାରେ ସମ୍ଭାବନା ରହିଛି।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାର ପ୍ରଭାବରେ ଓଡିଶାର ୫ଦିନ ଯାଏ ଲଗାତର ବର୍ଷା ଜାରୀ ରହିବ ବୋଲି ଅନୁମାନ କରାଯାଉଛି। ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହେବା ସହ ପଶ୍ଚିମ – ଉତ୍ତରପଶ୍ଚିମ ଦିଗରେ ଗତିକରି ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଏବଂ ଝାଡ଼ଖଣ୍ଡ ମଧ୍ୟ ଦେଇ ଆଗାମୀ ୨ ରୁ ୩ ଦିନ ଯାଏଁ ଗତି କରିବାରେ ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତାକାଲି ମଧ୍ୟ ବିସ୍ତୃତି ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Leave A Reply

Your email address will not be published.

18 + 18 =